ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଲେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ

 

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ଦେଲେ ସିନ୍ଦେ। ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡିଲେ ଏକନାଥ ସିନ୍ଦେ । ଚତୁର୍ଦ୍ଦଶ ରାଜ୍ୟସଭାର କାର୍ଯ୍ୟକାଳ ଆଜି ଶେଷ ହୋଇଛି ଏବଂ ବର୍ତ୍ତମାନର ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କିନ୍ତୁ ଶୀର୍ଷ ପଦବୀ କିଏ ପାଇବ ସେନେଇ ବିଜେପି ନେତୃତ୍ୱାଧୀନ ମିଳିତ ମଞ୍ଚ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ଡାକରା ଦେଇନାହିଁ।

Share this post

Previous Post Next Post