Breaking News

ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତି ଗୁରୁତର, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

 

ଭେଣ୍ଟିଲେଟରରେ ଭର୍ତ୍ତି ହୋଇଛନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ୱର ସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଛି । ଉତ୍ତମଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡାବାରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଛନ୍ତ । ସିନେମା ସୁଟିଂ ପାଇଁ ବାହାରକୁ ଯାଇଥିବା ବେଳେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା । ‘ବୋଉ ବୁଟୁ ଭୁତ’ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ‘ବୋଉ ବୁଟୁ ଭୁତ’ ସିନେମାରେ ଅଭିନୟ କରିଛନ୍ତି ଅଭିନେତା ଉତ୍ତମ ମହାନ୍ତି ।

Type and hit Enter to search

Close