Breaking News

ମହିଳାଙ୍କ ପାଇଁ ଆସିଲା ଖୁସିଖବର, ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

 

ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଜପୁରରେ 'ସୁଭଦ୍ରା' ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ । ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍‌ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ।୪ର୍ଥ ପର୍ଯ୍ୟାୟରେ ୧ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା । ଫେବ୍ରୁଆରୀରେ ଯଦି ବଞ୍ଚିତ ହୁଅନ୍ତି, ଯାଞ୍ଚ କରିବାର ମାସେ ସମୟ ରହିଛି । ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚକରି ତଥ୍ୟ ଦାଖଲ କଲେ ଟଙ୍କା ପାଇପାରିବେ ।

Type and hit Enter to search

Close